ଯାତ୍ରା ପୁସ୍ତକ 29:46 - ପବିତ୍ର ବାଇବଲ46 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ତାହା ସେମାନେ ଜାଣିବେ। ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ। ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର। Viz kapitolaପବିତ୍ର ବାଇବଲ (Re-edited) - (BSI)46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ଵର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର। Viz kapitolaଓଡିଆ ବାଇବେଲ46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର। Viz kapitola |