ଯାତ୍ରା ପୁସ୍ତକ 3:11 - ପବିତ୍ର ବାଇବଲ11 କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ମୋଶା ପରମେଶ୍ଵରଙ୍କୁ କହିଲେ, ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି? Viz kapitolaଓଡିଆ ବାଇବେଲ11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?” Viz kapitola |