ଯାତ୍ରା ପୁସ୍ତକ 3:14 - ପବିତ୍ର ବାଇବଲ14 ଏହା ପରେ ପରମେଶ୍ୱର ମୋଶାଙ୍କୁ କହିଲେ, “ସେମାନଙ୍କୁ କୁହ, ‘ଆମ୍ଭେ ଯେ ଅଛୁ, ସେ ଅଛୁ,’ ଇସ୍ରାଏଲର ଲୋକମାନଙ୍କୁ କୁହ ଯେ, ‘ସ୍ୱୟମ୍ଭୂ’ ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ପରମେଶ୍ଵର ମୋଶାଙ୍କୁ କହିଲେ, ଆମ୍ଭେ ଯେ ଅଛୁ, ସେ ଅଛୁ; ପୁଣି ସେ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ଵୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି। Viz kapitolaଓଡିଆ ବାଇବେଲ14 ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’” Viz kapitola |