Online Bible

- Reklamy -




ଯାତ୍ରା ପୁସ୍ତକ 3:18 - ପବିତ୍ର ବାଇବଲ

18 “ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

18 ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’

Viz kapitola kopírovat




ଯାତ୍ରା ପୁସ୍ତକ 3:18

Následuj nás:

Reklamy


Reklamy