ଯାତ୍ରା ପୁସ୍ତକ 3:19 - ପବିତ୍ର ବାଇବଲ19 “କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ୟ ହାତର ଶକ୍ତି ବିନା ମିଶରର ରାଜାକୁ ଜବରଦସ୍ତ କରାଗଲେ ମଧ୍ୟ, ତୁମ୍ଭମାନଙ୍କୁ ଯିବାକୁ ଦେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରା; ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ। Viz kapitolaଓଡିଆ ବାଇବେଲ19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ। Viz kapitola |