ଯାତ୍ରା ପୁସ୍ତକ 3:2 - ପବିତ୍ର ବାଇବଲ2 ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ। ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ଵଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। Viz kapitolaଓଡିଆ ବାଇବେଲ2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। Viz kapitola |