ଯାତ୍ରା ପୁସ୍ତକ 3:20 - ପବିତ୍ର ବାଇବଲ20 ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ଵାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitolaଓଡିଆ ବାଇବେଲ20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitola |