ଯାତ୍ରା ପୁସ୍ତକ 3:21 - ପବିତ୍ର ବାଇବଲ21 ଆଉ ଆମ୍ଭେ ମିଶରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହର ପାତ୍ର କରିବା, ତହିଁରେ ତୁମ୍ଭମାନଙ୍କର ଯାତ୍ରା ସମୟରେ ସେମାନେ ତୁମ୍ଭମାନଙ୍କୁ ଉପହାରମାନ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ରିକ୍ତ ହସ୍ତରେ ଯିବ ନାହିଁ; Viz kapitolaଓଡିଆ ବାଇବେଲ21 ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ; Viz kapitola |