ଯାତ୍ରା ପୁସ୍ତକ 3:22 - ପବିତ୍ର ବାଇବଲ22 “ସମସ୍ତ ଇସ୍ରାଏଲୀୟ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ, ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବ, ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭେମାନେ ମିଶରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁରୌପ୍ୟ ଅଳଙ୍କାର ଓ ସ୍ଵର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହି ରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ। Viz kapitolaଓଡିଆ ବାଇବେଲ22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।” Viz kapitola |