ଯାତ୍ରା ପୁସ୍ତକ 3:5 - ପବିତ୍ର ବାଇବଲ5 ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେ କହିଲେ, ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି। Viz kapitolaଓଡିଆ ବାଇବେଲ5 ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।” Viz kapitola |