Online Bible

- Reklamy -




ଯାତ୍ରା ପୁସ୍ତକ 3:8 - ପବିତ୍ର ବାଇବଲ

8 ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।

Viz kapitola kopírovat

ଓଡିଆ ବାଇବେଲ

8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା’ନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।

Viz kapitola kopírovat




ଯାତ୍ରା ପୁସ୍ତକ 3:8

Následuj nás:

Reklamy


Reklamy