ଯାତ୍ରା ପୁସ୍ତକ 30:12 - ପବିତ୍ର ବାଇବଲ12 “ତୁମ୍ଭେ ଗଣିତ ହୋଇଥିବା ଲୋକମାନଙ୍କର ସଂଖ୍ୟା ଅନୁସାରେ ଇସ୍ରାଏଲ ସନ୍ତାନମାନଙ୍କୁ ଗଣନା କରିବ। ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ନିଜ ନିଜ ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ କରିବେ। ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ। Viz kapitolaଓଡିଆ ବାଇବେଲ12 “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ। Viz kapitola |