Online Bible

- Reklamy -




ଯାତ୍ରା ପୁସ୍ତକ 30:18 - ପବିତ୍ର ବାଇବଲ

18 “ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସାରେ ତିଆରି କର। ପୁଣି ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧ୍ୟରେ ଜଳ ପୂର୍ଣ୍ଣ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ପ୍ରକ୍ଷାଳନାର୍ଥେ ପିତ୍ତଳର କୁଣ୍ତ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।

Viz kapitola kopírovat

ଓଡିଆ ବାଇବେଲ

18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।

Viz kapitola kopírovat




ଯାତ୍ରା ପୁସ୍ତକ 30:18

Následuj nás:

Reklamy


Reklamy