ଯାତ୍ରା ପୁସ୍ତକ 30:20 - ପବିତ୍ର ବାଇବଲ20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲା ସମୟରେ ସେମାନେ ଧୋଇ ହେବା ଉଚିତ୍, ଯାହାଫଳରେ ସେମାନେ ମରିବେ ନାହିଁ। ଆଉ ମଧ୍ୟ ସେମାନେ ଯାଜକର କର୍ମ କରିବା ନିମନ୍ତେ ଯେତେବେଳେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ବେଦି ପାଖକୁ ଯିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବା ବେଳେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣା-ମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ବେଳେ ଯେପରି ନ ମରନ୍ତି, Viz kapitolaଓଡିଆ ବାଇବେଲ20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି, Viz kapitola |