Online Bible

- Reklamy -




ଯାତ୍ରା ପୁସ୍ତକ 30:21 - ପବିତ୍ର ବାଇବଲ

21 ସେମାନେ ସେମାନଙ୍କର ହାତ ଏବଂ ପାଦ ଧୋଇବେ, ଯାହା ଫଳରେ ମୃତ୍ୟୁବରଣ କରିବେ ନାହିଁ। ହାରୋଣ ଏବଂ ତାଙ୍କ ବଂଶଧରମାନଙ୍କ ପାଇଁ ଏହି ବ୍ୟବସ୍ଥା ସବୁଦିନ ପାଇଁ ରହିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।

Viz kapitola kopírovat

ଓଡିଆ ବାଇବେଲ

21 ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”

Viz kapitola kopírovat




ଯାତ୍ରା ପୁସ୍ତକ 30:21

Následuj nás:

Reklamy


Reklamy