ଯାତ୍ରା ପୁସ୍ତକ 30:24 - ପବିତ୍ର ବାଇବଲ24 କାଶିଆର 500 ଶେକଲ ସଂଗ୍ରହ କର। ଯେତେବେଳେ ଏହିସବୁ ଓଜନ କରୁଛ, କାର୍ଯ୍ୟାଳୟ ମାପ ବ୍ୟବହାର କର। ଆଉ ମଧ୍ୟ ଏକ ହୀନ ଅଲିଭ ତୈଳ ସଂଗ୍ରହ କର। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଓ ପାଞ୍ଚଶତ ଶେକଲ ଗୁଡ଼ତ୍ଵକ୍ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ। Viz kapitolaଓଡିଆ ବାଇବେଲ24 ପାଞ୍ଚଶତ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ। Viz kapitola |