ଯାତ୍ରା ପୁସ୍ତକ 30:25 - ପବିତ୍ର ବାଇବଲ25 “ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ୟ ତିଆରି କରୁଥିବା ଯନ୍ତ୍ର ଆଣ। ତାହା ଅଭିଷେକାର୍ଥକ ପବିତ୍ର ତୈଳ ମିଶାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏହିସବୁ ଦ୍ଵାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳହେବ। Viz kapitolaଓଡିଆ ବାଇବେଲ25 ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ। Viz kapitola |