ଯାତ୍ରା ପୁସ୍ତକ 30:31 - ପବିତ୍ର ବାଇବଲ31 ଇସ୍ରାଏଲର ଲୋକମାନଙ୍କୁ ଏହି ଅଭିଷେକାର୍ଥକ ତୈଳ ବିଷୟରେ କୁହ ଯେ ଏହା ପବିତ୍ର ଅଟେ। ଏହା ସର୍ବଦା ଆମ୍ଭ ପାଇଁ ବ୍ୟବହାର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ। Viz kapitolaଓଡିଆ ବାଇବେଲ31 ଆଉ ଇସ୍ରାଏଲ ସନ୍ତାନଗଣକୁ କହିବ, ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ। Viz kapitola |