ଯାତ୍ରା ପୁସ୍ତକ 30:32 - ପବିତ୍ର ବାଇବଲ32 କେହି ଏହାକୁ ବ୍ୟକ୍ତିଗତ କାର୍ଯ୍ୟରେ ସାଧାରଣ ତୈଳ ପରି ବ୍ୟବହାର କରି ପାରିବେ ନାହିଁ। ବିଶେଷ ତୈଳ ପ୍ରସ୍ତୁତ କଲାପରି ଅନ୍ୟ ସୁଗନ୍ଧିକୁ ପ୍ରସ୍ତୁତ କର ନାହିଁ। ଏହି ତୈଳ ପବିତ୍ର ଏବଂ ତୁମ୍ଭ ପାଇଁ ପବିତ୍ର ହେବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। Viz kapitolaଓଡିଆ ବାଇବେଲ32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। Viz kapitola |