ଯାତ୍ରା ପୁସ୍ତକ 30:4 - ପବିତ୍ର ବାଇବଲ4 ସୁବର୍ଣ୍ଣର ବଳୟ ତଳେ ଦୁଇଟି କଣା କର। ଏବଂ ସେଠାରେ ଦୁଇଟି ସୁବର୍ଣ୍ଣର ଆଙ୍କଡ଼ା ଲଗାଅ। ଯଜ୍ଞବେଦିକୁ ସାଙ୍ଗୀ ସାହାଯ୍ୟରେ ବହିନିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ତହିଁର କାନ୍ଥି ତଳେ ଦୁଇପାର୍ଶ୍ଵର ଦୁଇ କୋଣ ନିକଟରେ ସ୍ଵର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ। Viz kapitolaଓଡିଆ ବାଇବେଲ4 ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ। Viz kapitola |