ଯାତ୍ରା ପୁସ୍ତକ 30:8 - ପବିତ୍ର ବାଇବଲ8 ପୁଣି ସନ୍ଧ୍ୟା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସେମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତ୍ୟେକ ଦିନ ଧୂପ ଜଳାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ଵଳାଇବା ସମୟରେ ଧୂପ ଜ୍ଵଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ। Viz kapitolaଓଡିଆ ବାଇବେଲ8 ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ। Viz kapitola |