ଯାତ୍ରା ପୁସ୍ତକ 31:10 - ପବିତ୍ର ବାଇବଲ10 ଯାଜକ ହାରୋଣ ନିମନ୍ତେ ବିଶେଷ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାଯାଇଛି, ହାରୋଣର ପୁତ୍ରମାନଙ୍କ ପାଇଁ ବିଶେଷ ବସ୍ତ୍ରମାନ ଯେତେବେଳେ ସେମାନେ ଯାଜକ କର୍ମ କରିବେ ସେତେବେଳେ ସେମାନେ ସେଗୁଡ଼ିକ ପରିଧାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ସୁଶୋଭିତ ବସ୍ତ୍ର ଓ ଯାଜକକର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, Viz kapitolaଓଡିଆ ବାଇବେଲ10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, Viz kapitola |