Online Bible

- Reklamy -




ଯାତ୍ରା ପୁସ୍ତକ 31:11 - ପବିତ୍ର ବାଇବଲ

11 ପବିତ୍ର ସ୍ଥାନ ନିମନ୍ତେ ଅଭିଷେକାର୍ଥକ ତୈଳ ଓ ଧୂପ ଏହି କର୍ମୀମାନେ କାର୍ଯ୍ୟମାନ ମୋର ଆଜ୍ଞା ଅନୁଯାୟୀ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଲୁ, ତଦନୁସାରେ ସେମାନେ କରିବେ।

Viz kapitola kopírovat

ଓଡିଆ ବାଇବେଲ

11 ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”

Viz kapitola kopírovat




ଯାତ୍ରା ପୁସ୍ତକ 31:11

Následuj nás:

Reklamy


Reklamy