Online Bible

- Reklamy -




ଯାତ୍ରା ପୁସ୍ତକ 31:13 - ପବିତ୍ର ବାଇବଲ

13 “ଏହି କଥା ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। ଯେଉଁଥିପାଇଁ ତୁମ୍ଭେମାନେ ଜାଣି ପାରିବ ଯେ ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ଯିଏ ତୁମ୍ଭମାନଙ୍କୁ ପବିତ୍ର କରନ୍ତି। ଏହା ପୁରୁଷାନୁକ୍ରମେ ମୁଁ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।

Viz kapitola kopírovat

ଓଡିଆ ବାଇବେଲ

13 “ତୁମ୍ଭେ ଆହୁରି ଇସ୍ରାଏଲ ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ‘ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମବାର ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।

Viz kapitola kopírovat




ଯାତ୍ରା ପୁସ୍ତକ 31:13

Následuj nás:

Reklamy


Reklamy