ଯାତ୍ରା ପୁସ୍ତକ 31:15 - ପବିତ୍ର ବାଇବଲ15 ଏକ ସପ୍ତାହରେ ଛଅ ଦିନ କାର୍ଯ୍ୟ କରାଯିବ ଏବଂ ସପ୍ତମ ଦିନରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନରେ ଯେକେହି କାର୍ଯ୍ୟ କରେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଛଅ ଦିନ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହାବିଶ୍ରାମଦିନ; ସେହି ବିଶ୍ରାମଦିନରେ ଯେ କେହି କାର୍ଯ୍ୟ କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ। Viz kapitolaଓଡିଆ ବାଇବେଲ15 ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମଦିନ ଅଟେ; ସେହି ବିଶ୍ରାମଦିନରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ। Viz kapitola |