ଯାତ୍ରା ପୁସ୍ତକ 31:16 - ପବିତ୍ର ବାଇବଲ16 ଇସ୍ରାଏଲର ସନ୍ତାନଗଣ ମାନ୍ୟ କରିବା ପାଇଁ ପାଳନ କରିବେ। ଏହି ନିୟମ ଅନନ୍ତକାଳ ପାଇଁ ସ୍ଥାୟୀ ରହିବ। ଏହା ପୁରୁଷାନୁକ୍ରମେ ପାଳନ କରାଯିବ। ଏହା ଆମ୍ଭ ଓ ତୁମ୍ଭ ମଧ୍ୟରେ ଏକ ଚୁକ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ। Viz kapitolaଓଡିଆ ବାଇବେଲ16 ଏହେତୁ ଇସ୍ରାଏଲ ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମବାର ପାଳନ କରିବେ। Viz kapitola |