Online Bible

- Reklamy -




ଯାତ୍ରା ପୁସ୍ତକ 31:17 - ପବିତ୍ର ବାଇବଲ

17 ମୋର ଓ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ଏହା ଏକ ଅନନ୍ତକାଳୀନ ଚିହ୍ନ ହେବା ଉଚିତ୍। କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ତିଆରି କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।”’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ଵାସିତ ହୋଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

17 ତାହା ଆମ୍ଭ ଓ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।’”

Viz kapitola kopírovat




ଯାତ୍ରା ପୁସ୍ତକ 31:17

Následuj nás:

Reklamy


Reklamy