Online Bible

- Reklamy -




ଯାତ୍ରା ପୁସ୍ତକ 31:2 - ପବିତ୍ର ବାଇବଲ

2 “ଆମ୍ଭେ ଯିହୁଦା ପରିବାରବର୍ଗର ଜଣେ ବ୍ୟକ୍ତିକୁ ବାଛି ଅଛୁ ଯିଏକି ଆମ୍ଭ ପାଇଁ ଏକ ବିଶେଷ କାର୍ଯ୍ୟ କରିବ। ସେ ହେଉଛି ହୂରର ପୌତ୍ର, ଉରିର ପୁତ୍ର ବତ୍ସଲେଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲୁ

Viz kapitola kopírovat

ଓଡିଆ ବାଇବେଲ

2 “ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ

Viz kapitola kopírovat




ଯାତ୍ରା ପୁସ୍ତକ 31:2

Následuj nás:

Reklamy


Reklamy