ଯାତ୍ରା ପୁସ୍ତକ 32:10 - ପବିତ୍ର ବାଇବଲ10 ତେଣୁ ବର୍ତ୍ତମାନ ମୋତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସେମାନଙ୍କୁ ମୋର କ୍ରୋଧରେ ଧ୍ୱଂସ କରିବି। ଏହା ପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ଆମ୍ଭର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ଵଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା। Viz kapitolaଓଡିଆ ବାଇବେଲ10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।” Viz kapitola |