ଯାତ୍ରା ପୁସ୍ତକ 32:12 - ପବିତ୍ର ବାଇବଲ12 କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ୱଂସ କର, ତାହାହେଲେ ମିଶରୀୟମାନେ କହିବେ, ‘ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସେହି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସେହି ପର୍ବତଗୁଡ଼ିକରେ ମାରି ପୃଥିବୀରୁ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।’ ତେଣୁ ସେମାନଙ୍କ ଉପରେ କ୍ରୋଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସେମାନଙ୍କୁ ଧ୍ୱଂସ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ତ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ। Viz kapitolaଓଡିଆ ବାଇବେଲ12 ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ। Viz kapitola |