Online Bible

- Reklamy -




ଯାତ୍ରା ପୁସ୍ତକ 32:24 - ପବିତ୍ର ବାଇବଲ

24 ତେଣୁ ମୁଁ ଲୋକମାନଙ୍କୁ କହିଲି, ‘ଯଦି ତୁମ୍ଭମାନଙ୍କ ପାଖରେ କିଛି ସୁବର୍ଣ୍ଣର ଅଳଙ୍କାର ଅଛି, ତେବେ ମୋ’ ପାଖକୁ ଆଣ, ତେଣୁ ସେମାନେ ମୋତେ ତାଙ୍କର ସବୁ ସୁବର୍ଣ୍ଣ ଦେଲେ।’ ମୁଁ ସୁବର୍ଣ୍ଣକୁ ନିଆଁରେ ଫୋପାଡ଼ି ଦେଲି ଓ ଏହି ବାଛୁରି ତିଆରି କଲି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତେବେ ମୁଁ କହିଲି, ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ ସୁନା ଥାଏ, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।

Viz kapitola kopírovat

ଓଡିଆ ବାଇବେଲ

24 ତେବେ ମୁଁ କହିଲି, “ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ କୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତେବେ ମୁଁ କହିଲି, ‘ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେକୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।’”

Viz kapitola kopírovat




ଯାତ୍ରା ପୁସ୍ତକ 32:24

Následuj nás:

Reklamy


Reklamy