Online Bible

- Reklamy -




ଯାତ୍ରା ପୁସ୍ତକ 32:32 - ପବିତ୍ର ବାଇବଲ

32 ବର୍ତ୍ତମାନ ସେମାନଙ୍କର ପାପକୁ କ୍ଷମା କରିଦିଅ, ଯଦି ତୁମ୍ଭେ ସେମାନଙ୍କୁ କ୍ଷମା ନ କର ତେବେ ତୁମ୍ଭେ ଲେଖିଥିବା ଜୀବନ୍ତ ପୁସ୍ତକରୁ ମୋର ନାମକୁ କାଟି ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ତଥାପି ଏବେ, ତୁମ୍ଭେ ଯେବେ ସେମାନଙ୍କ ପାପ କ୍ଷମା କରିବ- ଯେବେ ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।

Viz kapitola kopírovat

ଓଡିଆ ବାଇବେଲ

32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”

Viz kapitola kopírovat




ଯାତ୍ରା ପୁସ୍ତକ 32:32

Následuj nás:

Reklamy


Reklamy