ଯାତ୍ରା ପୁସ୍ତକ 32:33 - ପବିତ୍ର ବାଇବଲ33 କିନ୍ତୁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁମାନେ ମୋ’ ବିରୁଦ୍ଧରେ ପାପ କରିଅଛନ୍ତି, ମୁଁ ମୋର ଜୀବନ୍ତ ପୁସ୍ତକରୁ ସେମାନଙ୍କର ନାମ କାଟି ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା। Viz kapitolaଓଡିଆ ବାଇବେଲ33 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା। Viz kapitola |