Online Bible

- Reklamy -




ଯାତ୍ରା ପୁସ୍ତକ 32:34 - ପବିତ୍ର ବାଇବଲ

34 ବର୍ତ୍ତମାନ ମୁଁ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହୁଅଛି ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ। ଦେଖ, ମୋର ସ୍ୱର୍ଗଦୂତ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ କିନ୍ତୁ ପାପୀମାନେ ଉଚିତ୍ ସମୟରେ ଦଣ୍ଡିତ ହେବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।

Viz kapitola kopírovat

ଓଡିଆ ବାଇବେଲ

34 ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”

Viz kapitola kopírovat




ଯାତ୍ରା ପୁସ୍ତକ 32:34

Následuj nás:

Reklamy


Reklamy