ଯାତ୍ରା ପୁସ୍ତକ 32:6 - ପବିତ୍ର ବାଇବଲ6 ତା’ ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସେମାନେ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ। ଏହା ପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହା ପରେ ଲୀଳା କରିବାକୁ ଉଠିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଲୋକମାନେ ଆର ଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ। Viz kapitolaଓଡିଆ ବାଇବେଲ6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ। Viz kapitola |