ଯାତ୍ରା ପୁସ୍ତକ 32:7 - ପବିତ୍ର ବାଇବଲ7 ସେହି ସମୟରେ, ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ଯାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସେମାନେ ଘୋର ପାପ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି। Viz kapitolaଓଡିଆ ବାଇବେଲ7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି। Viz kapitola |