Online Bible

- Reklamy -




ଯାତ୍ରା ପୁସ୍ତକ 33:1 - ପବିତ୍ର ବାଇବଲ

1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇ‌ସ୍‌ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରୁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;

Viz kapitola kopírovat

ଓଡିଆ ବାଇବେଲ

1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;

Viz kapitola kopírovat




ଯାତ୍ରା ପୁସ୍ତକ 33:1

Následuj nás:

Reklamy


Reklamy