ଯାତ୍ରା ପୁସ୍ତକ 33:12 - ପବିତ୍ର ବାଇବଲ12 ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋତେ ଆଜ୍ଞା ଦେଲ ଏହି ଲୋକମାନଙ୍କୁ ଆଗେଇ ନେବା ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମୋ’ ସହିତ କାହାକୁ ପଠାଇବ। ତୁମ୍ଭେ ମୋତେ କହିଛ ଯେ, ‘ତୁମ୍ଭେ ମୋତେ ଭଲଭାବେ ଜାଣ, ଏବଂ ତୁମ୍ଭେ ମୋ’ ପ୍ରତି ପ୍ରୀତ।’ Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ମୋଶା ସଦାପ୍ରଭୁଙ୍କୁ କହିଲେ, ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ଵାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋ’ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ। Viz kapitola |