Online Bible

- Reklamy -




ଯାତ୍ରା ପୁସ୍ତକ 33:13 - ପବିତ୍ର ବାଇବଲ

13 ଯଦି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛି, ତେବେ ବିନୟ କରୁଛି ତୁମ୍ଭେ ମୋତେ ତୁମ୍ଭର ପଥସବୁ ଶିକ୍ଷା ଦିଅ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସୀ କରି ପାରିବି। ମୁଁ ତୁମ୍ଭ ବିଷୟରେ ଜାଣିବାକୁ ଗ୍ଭହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳରେ ମୋତେ ବିବେଚନା କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଉତ୍ତମ, ମୁଁ ଯେବେ ତୁମ୍ଭ ଦୁଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇବା ଆଶୟରେ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ଗତି ଜଣାଅ; ପୁଣି ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।

Viz kapitola kopírovat

ଓଡିଆ ବାଇବେଲ

13 ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”

Viz kapitola kopírovat




ଯାତ୍ରା ପୁସ୍ତକ 33:13

Následuj nás:

Reklamy


Reklamy