ଯାତ୍ରା ପୁସ୍ତକ 33:19 - ପବିତ୍ର ବାଇବଲ19 ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେ ଉତ୍ତର କଲେ, ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା। Viz kapitolaଓଡିଆ ବାଇବେଲ19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।” Viz kapitola |