ଯାତ୍ରା ପୁସ୍ତକ 33:3 - ପବିତ୍ର ବାଇବଲ3 ତେଣୁ ତୁମ୍ଭେମାନେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏନିମନ୍ତେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ। Viz kapitolaଓଡିଆ ବାଇବେଲ3 ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।” Viz kapitola |