ଯାତ୍ରା ପୁସ୍ତକ 34:13 - ପବିତ୍ର ବାଇବଲ13 ତେଣୁ ସେମାନଙ୍କର ଯଜ୍ଞବେଦି ସବୁ ଧ୍ୱଂସ କର। ସେମାନଙ୍କର ସ୍ତମ୍ଭସବୁ ଭାଙ୍ଗିଦିଅ। ସେମାନଙ୍କର ପବିତ୍ର କାଷ୍ଠ ସ୍ତମ୍ଭସବୁ କାଟି ପକାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ। Viz kapitolaଓଡିଆ ବାଇବେଲ13 ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ। Viz kapitola |