Online Bible

- Reklamy -

ଯାତ୍ରା ପୁସ୍ତକ 34:16 - ପବିତ୍ର ବାଇବଲ

16 ତୁମ୍ଭେମାନେ ସେମାନଙ୍କର କନ୍ୟାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ୟାଗଣ ସେମାନଙ୍କର ଦେବଗଣମାନଙ୍କର ଅନୁଗାମୀ ହୋଇଥିବେ। ସେମାନେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦେବତାମାନଙ୍କର ଅନୁଗାମୀ କରାଇ ପାରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।

Viz kapitola kopírovat

ଯାତ୍ରା ପୁସ୍ତକ 34:16

Následuj nás:

Reklamy

Reklamy