ଯାତ୍ରା ପୁସ୍ତକ 34:24 - ପବିତ୍ର ବାଇବଲ24 “ଯେତେବେଳେ ତୁମ୍ଭେ ତୁମ୍ଭର ଦେଶକୁ ଯାଅ ମୁଁ ତୁମ୍ଭର ଶତ୍ରୁମାନଙ୍କୁ ସେଠାରୁ ତଡ଼ି ଦେବି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭେମାନେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନେଇ ପାରିବ ନାହିଁ। ଯେତେବେଳେ ତୁମ୍ଭେ ବର୍ଷରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଦର୍ଶନ କରିବା ପାଇଁ ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବାଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ। Viz kapitolaଓଡିଆ ବାଇବେଲ24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ। Viz kapitola |