ଯାତ୍ରା ପୁସ୍ତକ 34:26 - ପବିତ୍ର ବାଇବଲ26 “ତୁମ୍ଭମାନଙ୍କର ପ୍ରଥମ ଶସ୍ୟ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସେହିସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଗୃହକୁ ଆଣିବ। “କଦାପି ଗୋଟିଏ ମେଷକୁ ତା'ର ମା ଦୁଗ୍ଧରେ ପାକ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରୀମାଂଶ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ଗୃହକୁ ଆଣିବ। ପୁଣି ତୁମ୍ଭେ ଛାଗଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ। Viz kapitolaଓଡିଆ ବାଇବେଲ26 ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।” Viz kapitola |