ଯାତ୍ରା ପୁସ୍ତକ 34:27 - ପବିତ୍ର ବାଇବଲ27 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏ ସମସ୍ତ ଲେଖ ଯାହା ଆମ୍ଭେ ସବୁ କହିଲୁ। ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ ଏବଂ ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ସହିତ କଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କଲୁ। Viz kapitolaଓଡିଆ ବାଇବେଲ27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।” Viz kapitola |