ଯାତ୍ରା ପୁସ୍ତକ 34:30 - ପବିତ୍ର ବାଇବଲ30 ହାରୋଣ ଏବଂ ସମସ୍ତ ଇସ୍ରାଏଲୀୟ ଲୋକମାନେ ଦେଖିଲେ ମୋଶାଙ୍କର ମୁଖ ଅତି ଉଜ୍ଜ୍ୱଳ ଦିଶୁଛି। ତେଣୁ ସେମାନେ ତାଙ୍କ ନିକଟକୁ ଯିବାକୁ ଭୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ଵଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ। Viz kapitolaଓଡିଆ ବାଇବେଲ30 ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ। Viz kapitola |