ଯାତ୍ରା ପୁସ୍ତକ 34:31 - ପବିତ୍ର ବାଇବଲ31 କିନ୍ତୁ ମୋଶା ସେମାନଙ୍କୁ ନିକଟକୁ ଡାକିଲେ। ତେଣୁ ହାରୋଣ ଏବଂ ସମସ୍ତ ଅଧ୍ୟକ୍ଷଗଣ ମୋଶାଙ୍କ ନିକଟକୁ ଗଲେ। ମୋଶା ସେମାନଙ୍କ ସହିତ କଥୋପକଥନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ତଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ। Viz kapitolaଓଡିଆ ବାଇବେଲ31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ। Viz kapitola |