Online Bible

- Reklamy -




ଯାତ୍ରା ପୁସ୍ତକ 34:32 - ପବିତ୍ର ବାଇବଲ

32 ଏହା ପରେ ଇସ୍ରାଏଲର ସମସ୍ତ ଲୋକେ ମୋଶାଙ୍କ ନିକଟକୁ ଆସିଲେ। ଏହା ପରେ ମୋଶା ସେମାନଙ୍କୁ ସଦାପ୍ରଭୁଙ୍କର ନିର୍ଦ୍ଦେଶ ଦେଲେ ଯାହା ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କୁ କହିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେ ଯେ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।

Viz kapitola kopírovat

ଓଡିଆ ବାଇବେଲ

32 ତହିଁ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।

Viz kapitola kopírovat




ଯାତ୍ରା ପୁସ୍ତକ 34:32

Následuj nás:

Reklamy


Reklamy