ଯାତ୍ରା ପୁସ୍ତକ 34:34 - ପବିତ୍ର ବାଇବଲ34 ଯେତେବେଳେ ମୋଶା ସଦାପ୍ରଭୁଙ୍କ ସହିତ କଥା ହେବାକୁ ଭିତରକୁ ଗଲେ। ସେ ଓଢ଼ଣୀକୁ ହଟାଇଲେ, ତା'ପରେ ସେ ବାହାରି ଆସିଲେ ଏବଂ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ତାହା ଇସ୍ରାଏଲର ଲୋକମାନଙ୍କୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନ-ଗଣକୁ ତାହା କହିଲେ। Viz kapitolaଓଡିଆ ବାଇବେଲ34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ ସନ୍ତାନଗଣକୁ ତାହା କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନଗଣକୁ ତାହା କହିଲେ। Viz kapitola |